www.samajalive.in
Saturday, December 6, 2025
17.1 C
Bhubaneswar

ହାତୀ ମୃତ୍ୟୁ ଘଟଣାର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ରାଜ୍ୟରେ ଜୁନ ମାସରେ ଘଟିଥିବା ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିମନ୍ତେ କ୍ରାଇମବ୍ରାଞ୍ଚକୁ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏହାର ତଦନ୍ତ ନିମନ୍ତେ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଲୋଡ଼ାଯାଇଥିଲା ଓ ମୁଖ୍ୟମନ୍ତ୍ରୀ ଏହାକୁ ଅନୁମୋଦନ କରିଛନ୍ତି ।

ସୂଚନା ଅନୁସାରେ ବୌଦ୍ଧ ଜଙ୍ଗଲ ଡିଭିଜର ମାଧପୁର ରେଞ୍ଜ ଅନ୍ତର୍ଗତ ତଳଗାଁ ସେକ୍ସନ, ଗଣ୍ଡାପାଡ଼ୁ ବିଟର ମୁଣ୍ଡେଶ୍ୱର ସଂରକ୍ଷିତ ଜଙ୍ଗଲରେ ଜୁନ୍ ୧୬ ତାରିଖରେ ଏକ ଦନ୍ତାହାତୀର ମୃତଦେହ ଉଦ୍ଧାର କରାଯାଇଥିଲା । ହାତୀର ଶରୀରରେ ୯ଟି ଗୁଳି ବାଜିଥିଲା। ଏହି ଘଟଣାରେ  ୪ଜଣ ବ୍ୟକ୍ତିଙ୍କୁ ଗିରଫ କରାଯାଇଥିଲା । ଅନୁରୂପ ଭାବରେ କେନ୍ଦୁଝର ଜିଲା ଚମ୍ପୁଆ ଅଞ୍ଚଳରେ ଜୁନ୍ ୧୪ତାରିଖରେ ବିଦ୍ୟୁତ୍ ତାର ବିଛା ଯାଇ ୨ଟିହାତୀକୁ ହତ୍ୟା କରାଯାଇଥିଲା ଓ ଗୋଟିଏ ହାତୀର ଦାନ୍ତ ତାଡ଼ି ନିଆଯାଇଥିଲା । ଏହି ଘଟଣାରେ ୩ ଜଣଙ୍କୁ ଗିରଫ କରାଯାଇଥିଲା ।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories