କେନ୍ଦ୍ରାପଡ଼ା : କେନ୍ଦ୍ରାପଡ଼ା ଅନ୍ତର୍ଗତ ପଟ୍ଟାମୁଣ୍ଡାଇ ମଣ୍ଡପଡ଼ା ଗାଁରେ ରବିବାର ଏକ ଅଭାବନୀୟ ଘଟଣା ଘଟିଛି। ବ୍ରାହ୍ମଣୀ ନଦୀରେ ଗାଧୋଇବାକୁ ଯାଇଥିବା ଜଣେ ଯୁବକକୁ କୁମ୍ଭୀର ଟାଣି ନେଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଜଣେ ଯୁବକ ନଦୀରେ ଗାଧୋଇବାକୁ ଯାଇଥିଲେ। ମାତ୍ର ସେହି ସମୟରେ କୁମ୍ଭୀର ତାଙ୍କୁ ନଦୀ ଭିତରକୁ ଟାଣି ନେଇଥିଲା। ଯୁବକ ଜଣକ ନଦୀରେ ନିଖୋଜ ଥିବା ସହ ଉଦ୍ଧାର ପାଇଁ ପ୍ରୟାସ ଜାରି ରହିଛି।
Popular Categories



