www.samajalive.in
Sunday, December 14, 2025
19.1 C
Bhubaneswar

ସତର୍କ କଲା ବନ ବିଭାଗ, ମହାନଦୀରେ କୁମ୍ଭୀର

ଡେସ୍କ: କଟକ ମୁଣ୍ଡୁଳି ବ୍ୟାରେଜ୍‍ ଠାରୁ କିଛି ଦୂରରେ ମହାନଦୀରେ ଏକ କୁମ୍ଭୀର ଦେଖାଦେଇଥିବା ଜଣାପଡିଛି। ମହାନଦୀ ଜଳରେ କୁମ୍ଭୀର ଦେଖାଦେବା ପରେ ସ୍ଥାନୀୟ ଲୋକେ ଓ ମତ୍ସ୍ୟଜୀବୀ ଏକ ପ୍ରକାର ଆତଙ୍କିତ ହୋଇପଡ଼ିଛନ୍ତି। ଏ ନେଇ ବନ ବିଭାଗ ପକ୍ଷରୁ ଲୋକଙ୍କୁ ସତର୍କ କରାଯାଇଛି।

Hot this week

ସିଡ୍‌ନୀ ଗୁଳିକାଣ୍ଡ: ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି

ସିଡନୀ: ସିଡନୀର ବଣ୍ଡି ବିଚ୍‌ ଗୁଳିକାଣ୍ଡରେ ମୃତ୍ୟୁ ସଂଖ୍ୟା ୧୨କୁ ବୃଦ୍ଧି...

ସାଂସଦ ଅପରାଜିତ ଷଡ଼ଙ୍ଗୀଙ୍କ ଝିଅ ବିବାହ ଭୋଜି ଅନୁଷ୍ଠିତ

ଭୁବନେଶ୍ୱର: ସାସଂଦ ଅପରାଜିତା ଷଡଙ୍ଗୀଙ୍କ ଝିଅଙ୍କ ବିବାହ ଭୋଜି ରବିବାର ଭୁବନେଶ୍ଵର...

ଟସ୍‌ ଜିତି ବୋଲିଂ କରିବ ଭାରତ

ସମାଜଲାଇଭ ଡେସ୍କ: ଧର୍ମଶାଳାରେ ହେଉଥିବା ୩ୟ ଟି-୨୦ ମ୍ୟାଚରେ ଭାରତ ଟସ...

ଗୋପାଳପୁରରେ ୩ ଦିନିଆ ଦକ୍ଷିଣ ଏସୀୟ ମୈତ୍ରୀ ସମ୍ମିଳନୀ ଉଦଯାପିତ, ଯୋଗଦେଲେ ୧୮ଟି ରାଜ୍ୟର ପ୍ରତିନିଧି

ସମାଜ ନ୍ୟୁଜ ଡେସ୍କ- ଗଞ୍ଜାମ ଜିଲ୍ଲା ଗୋପାଳପୁର ବେଳାଭୂମି ଠାରେ ଥିବା...

କାର ଧକ୍କାରେ ବାଇକ୍ ଆରୋହୀ ମୃତ

ରେଙ୍ଗାଲିକ୍ୟାମ୍ପ: ଅତାବିରାସ୍ଥିତ ଏକ ପେଟ୍ରୋଲ ପମ୍ପ ସମ୍ମୁଖରେ ସଡ଼କ ଦୁର୍ଘଟଣାରେ ଜଣେ...

Related Articles

Popular Categories