www.samajalive.in
Saturday, December 6, 2025
19.1 C
Bhubaneswar

ବିଶ୍ୱବିଦ୍ୟାଳୟରୁ ୧୪ଫୁଟର କୁମ୍ଭୀର ଉଦ୍ଧାର, ଦେଖନ୍ତୁ ଭିଡ଼ିଓ

ସମାଜ ଡିଜିଟାଲ ଡେସ୍କ: ଗୁଜରାଟରେ ପ୍ରବଳ ବର୍ଷା କାରଣରୁ ବିଭିନ୍ନ ସ୍ଥାନରୁ କୁମ୍ଭୀର ଉଦ୍ଧାର ହେବାର ଲାଗିଛି। ଗୁଜରାଟର ମହାରାଜା ସାୟାଜିରାଓ ବିଶ୍ୱବିଦ୍ୟାଳୟରୁ ୧୪ଫୁଟର କୁମ୍ଭୀରକୁ ବନ ବିଭାଗ ଉଦ୍ଧାର କରିଛି। କୁମ୍ଭୀରକୁ କିଭଳି ଉଦ୍ଧାର କରାଯାଇଥିଲା ଦେଖନ୍ତୁ ଭିଡ଼ିଓ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories