www.samajalive.in
Sunday, December 7, 2025
14.1 C
Bhubaneswar

ଜାତୀୟ ସ୍ବାର୍ଥ୍ୟକୁ ସର୍ବାଧିକ ଗୁରୁତ୍ବ ଦେଇ ଦେଶକୁ ସୁରକ୍ଷା ପ୍ରଦାନ କରନ୍ତି ସିଆର୍‌ପିଏଫ୍‌ ଯବାନ:ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଆଜି କେନ୍ଦ୍ରୀୟ ରିଜର୍ଭ ପୋଲିସ୍‌ ବାହିନୀ (ସିଆର୍‌ପିଏଫ୍‌)ର ‘ରାଇଜିଂ ଡେ’ ପାଳିତ ହୋଇଯାଇଛି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି ଯେ ଯେକୌଣସି କଠିନ ପରିସ୍ଥିତିରେ ମଧ୍ୟ ଜାତୀୟ ସ୍ୱାର୍ଥକୁ ସର୍ବାଧିକ ଗୁରୁତ୍ୱ ଦେଇ ଦେଶକୁ ସୁରକ୍ଷା ପ୍ରଦାନ କରିଥାନ୍ତି ସିଆର୍‌ପିଏଫ୍‌ ଯବାନ। ଏହି ବୀର ଯବାନମାନଙ୍କ ଅଦମ୍ୟ ସାହସ ଏବଂ ପ୍ରତିବଦ୍ଧତାକୁ ମୁଖ୍ୟମନ୍ତ୍ରୀ ଗଭୀର ସମ୍ମାନ ଜଣାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories