www.samajalive.in
Monday, December 15, 2025
26.1 C
Bhubaneswar

କରୋନା ସହାୟତା : ପ୍ରଧାନମନ୍ତ୍ରୀଙ୍କ ରିଲିଫ ପାଣ୍ଠିକୁ ସିଆରପିଏଫ ଦେଲା ୩୩କୋଟି

ନୂଆଦିଲ୍ଳୀ : ଦେଶର ସୁରକ୍ଷା ଓ ନିରାପତ୍ତା ପାଇଁ ନିଜକୁ ଉତ୍ସର୍ଗ କରିଥିବା କେନ୍ଦ୍ରୀୟ ରିଜର୍ଭ ପୁଲିସ ବଳ(ସିଆରପିଏଫ) କରୋନା ଭୁତାଣୁ ସଂକ୍ରମଣକୁ ରୋକିବା ପାଇଁ ଦେଶବ୍ୟାପି ଚାଲିଥିବା ଲକଡାଉନ୍ ସମୟରେ ଆଉ ଏକ ଗୁରୁତ୍ବପୂର୍ଣ୍ଣ କାର୍ଯ୍ୟ କରି ନୂଆ ଉଦାହରଣ ସୃଷ୍ଟି କରିଛନ୍ତି। ସାରା ଦେଶରେ ଥିବା ସିଆରପିଏଫ ୟୁନିଟ୍ ପକ୍ଷରୁ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିକୁ ଦିନକର ଦରମା ଦାନ କରିଛନ୍ତି। ଏବାବଦରେ ମୋଟ ୩୩ କୋଟି ୮୧ଲକ୍ଷ ଟଙ୍କାର ଚେକ୍ ପ୍ରଧାନମନ୍ତ୍ରୀଙ୍କ ଜାତୀୟ ରିଲିଫ ପାଣ୍ଠିକୁ ପ୍ରଦାନ କରାଯାଇଛି।

ଦେଶର ଏହି ଘଡିସନ୍ଧି ମୁହୂର୍ତ୍ତରେ ​ସହାୟତାର ହାତ ବଢ଼ାଇ ଏହି ସୁରକ୍ଷା ବଳ ସମସ୍ତଙ୍କର ପ୍ରଶଂସାର ପାତ୍ର ହୋଇ ପାରିଛି।

- Advertisement -

 

 

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories