www.samajalive.in
Friday, December 5, 2025
27.1 C
Bhubaneswar

ଆଜି ଉଦ୍‍ଘାଟିତ ହେବ ନୌ-ବାଣିଜ୍ୟ ଗ୍ୟାଲେରୀ

ଓଡ଼ିଆ ଜାତିର ପରିଚୟ ରାଜ୍ୟ ସଂଗ୍ରହାଳୟରେ ଯୋଡ଼ିହେବାକୁ ଯାଉଛି ଆଉ ଏକ ନୂଆ ଫର୍ଦ । ସଂଗ୍ରହାଳୟରେ ସାମିଲ ହେବ ନୌବାଣିଜ୍ୟ ଗ୍ୟାଲେରୀ । ଯାହା ଆଜି ଅର୍ଥାତ ଶୁକ୍ରବାର ଉଦ୍‍ଘାଟନ କରାଯିବ ବୋଲ ଓଡ଼ିଆ ଭାଷା, ସହିତ୍ୟ ଓ ସଂସ୍କୃତି ବିଭାଗ ପ୍ରମୁଖ ଶାସନ ସଚିବ ସୂଚନା ଦେଇଛନ୍ତି। ଏହି ଗ୍ୟାଲେରୀରେ ନୌବାଣିଜ୍ୟ ସମ୍ପର୍କରେ ଅନେକ ତଥ୍ୟ ସହିତ ଚିତ୍ର ସାମିଲ ହେବ। ନୌବାଣିଜ୍ୟ ପରମ୍ପରାକୁ ଉଜ୍ଜୀବିତ ରଖିବା ସହିତ ଏହାର ଐତିହ୍ୟକୁ ଏହି ଗ୍ୟାଲେରୀ ବହନ କରିବ।

Hot this week

ଏଏନଏମ୍‌ ପ୍ରଶ୍ନ ପତ୍ର ଲିକ୍‌ ପରେ ପରୀକ୍ଷା ବାତିଲ

ମାଲକାନଗିରି: ମାଲକାନଗିରି ଜିଲାରେ ଏଏନଏମ୍‌ ପରୀକ୍ଷା ପ୍ରଶ୍ନ ପତ୍ର ଲିକ୍ ହେବା...

ଡ଼ଲାର ତୁଳନାରେ ଟଙ୍କାକୁ ମିଳିଲା ସାମାନ୍ୟ ଆଶ୍ଵସ୍ତି

ସମାଜ ଲାଇଭ ଡ଼େସ୍କ : ଡ଼ଲାର ତୁଳନାରେ ଟଙ୍କାର ମୂଲ୍ୟ ହ୍ରାସ...

ଜବତ ଗଞ୍ଜେଇ ହେରଫେର: ଥାନା ଅଧିକାରୀ ନିଲମ୍ବିତ

ସମାଜ ଡିଜିଟାଲ ଡେସ୍କ: ଜବତ ଗଞ୍ଜେଇ ହେରଫେର କରିଥିବା ଅଭିଯୋଗରେ କାର୍ଯ୍ୟରୁ...

ବିଶ୍ୱବିଦ୍ୟାଳୟରେ ଖାଲି ପଡିଛି ଏତିକି ପଦବୀ

ଭୁବନେଶ୍ୱର: ରାଜ୍ୟରେ ବିଶ୍ୱବିଦ୍ୟାଳୟ ଗୁଡିକରେ ଖାଲି ପଡିଛି ପ୍ରଧ୍ୟାପକ ପଦବୀ ।...

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

Related Articles

Popular Categories