www.samajalive.in
Saturday, December 6, 2025
16.1 C
Bhubaneswar

୧୦୮ ଆମ୍ବୁଲାନ୍ସ ଦୁର୍ଘଟଣା, ରୋଗୀ ମୃତ

କଟକ: ଟ୍ରକକୁ ଧକ୍କା ଦେଲା ୧୦୮ ଆମ୍ବୁଲାନ୍ସ। ରୋଗୀ ମୃତ। ଟାଙ୍ଗୀ ନିକଟରେ ଏକ ଟ୍ରକ ପଛକୁ ୧୦୮ ଆମ୍ବୁଲାନ୍ସ ଧକ୍କା ଦେଇଛି। ଆମ୍ବୁଲାନ୍ସଟି ରୋଗୀ ନେଇ ମୟୁରଭଞ୍ଜରୁ ଏସସିବି ମେଡିକାଲକୁ ଆସୁଥିଲା। ଦୁର୍ଘଟଣାରେ ରୋଗୀଟିର ମୃତ୍ୟୁ ଘଟିଥିବାବେଳେ ଆମ୍ବୁଲାନ୍ସ ଡ୍ରାଇଭର ସମେତ ୩ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ଗୁରୁତରଙ୍କୁ କଟକ ଏସସିବିରେ ଭର୍ତ୍ତି କରାଯାଇଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories