www.samajalive.in
Saturday, December 6, 2025
14.1 C
Bhubaneswar

ବାପା, ମାଆ ଓ ପୁଅକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର

କଟକ: ଗୋଟିଏ ଘରୁ ପରିବାରର ତିନି ଜଣ ସଦସ୍ୟଙ୍କୁ ମୁମୂର୍ଷ ଅବସ୍ଥା ଉଦ୍ଧାର କରିଛି ପୁଲିସ । ଏଭଳି ଅଭାବନୀୟ ଘଟଣା ଘଟିଛି କଟକ ସିଡିଏ ସ୍ଥିତ ମର୍କନଗର ଥାନା ଅଞ୍ଚଳରେ । ବାପା, ମାଆ ଓ ପୁଅକୁ ମୁମୂର୍ଷୁ ଅବସ୍ଥାରେ ଉଦ୍ଧାର କରିଛି ମର୍କତନଗର ଥାନା ପୁଲିସ । ଆଜି ସକାଳୁ ମର୍କତନଗର ଥାନା ଅଞ୍ଚଳର ଏକ ଘରୁ ଉଦ୍ଧାର କରି ଏସସିବି ମେଡିକାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତିନି ଜଣଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା ସୂଚନା ମିଳିଛି । ତେବେ ଘଟଣାରେ ପୁଲିସ ଛାନଭିନ ଆରମ୍ଭ କରିଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories