www.samajalive.in
Monday, December 8, 2025
27.1 C
Bhubaneswar

ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା, ଜଣେ ପୁଲିସ କର୍ମଚାରୀ ମୃତ

କଟକ: କଟକରେ କମିଶନରେଟ ପୁଲିସ ଜବତ ବୋମା ନିଷ୍କ୍ରିୟ ବେଳେ ବଡ ଅଘଟଣ। ଜବତ ବୋମା ନିଷ୍କ୍ରିୟ କଲା ବେଳେ ଫୁଟିଲା ବୋମା। ସଦର ଥାନାର ଏକ ପରିତ୍ୟକ୍ତ ଘରେ ରଖାଯାଇଥିଲା ଜବତ ହୋଇଥିବା ବୋମା। ଆଜି ପୁଲିସ ପକ୍ଷରୁ ବୋମା ନିଷ୍କ୍ରିୟ କରାଯାଉଥିବା ବେଳେ ଅଘଟଣ ଘଟି ପୁଲିସ ଟିମର କିଛି ସଦସ୍ୟ ଆହତ ହୋଇଥିବା ସୂଚନା ମିଳିଛି। ଜଣେ ପୁଲିସ କର୍ମଚାରୀ ଗୁରୁତର ହୋଇଥିବାରୁ ଏସସିବି ମେଡିକାଲକୁ ନେବା ବେଳେ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ମୃତ ପୁଲିସ କର୍ମଚାରୀ ଜଣକ ହେଲେ ପ୍ରଦୀପ କୁମାର ମଲ୍ଲିକ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories