www.samajalive.in
Wednesday, December 10, 2025
14.1 C
Bhubaneswar

କଟକ ଗଣ୍ଡଗୋଳ ଘଟଣା: ଆଉ ୩ ଗିରଫ

କଟକ : କଟକ ଦଶହରା ଭସାଣି ଗଣ୍ଡଗୋଳ ଘଟଣାରେ ଆଉ ୩ ଜଣଙ୍କୁ ଗିରଫ କରାଯାଇଛି। ପୂର୍ବରୁ ୬ ଜଣଙ୍କୁ ଗିରଫ କରାଯାଇଥିବାବେଳେ ଆଜି ଆଉ ୩ ଜଣଙ୍କୁ ଗିରଫ କରାଯାଇଥିବା କହିଛନ୍ତି ଏସିପି। ଆଗକୁ ଆହୁରି ଅଧିକ ଜଣଙ୍କୁ ଗିରଫ କରାଯାଇପାରେ। ସେପଟେ ଆଜି ହାତୀ ପୋଖରୀ ଏବଂ କଦମରସୁଲ ଅଞ୍ଚଳରେ କମିଶନରେଟ୍ ପୁଲିସ୍‌ ପକ୍ଷରୁ ଯାଞ୍ଚ କରାଯାଉଛି। ସୁରକ୍ଷାକୁ ଦୃଷ୍ଟିରେ ରଖି ଘଟଣାସ୍ଥଳରେ ଦୁଇ ଏସିପି, ୩ ଜଣ ଆଇଆଇସିଙ୍କ ସହ ବ୍ୟାପକ ପୁଲିସ୍‌ ଫୋର୍ସ ମୁତୟନ କରାଯାଇଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories