www.samajalive.in
Saturday, December 6, 2025
26.1 C
Bhubaneswar

ପୂର୍ବ ଶତ୍ରୁତାରୁ ଗୁଳିମାଡ ! ଯୁବକ ମୃତ

କଟକ: ହୋଲିରେ ଅଘଟଣ।  କଟକ ୪୨ ମୌଜାରେ ଅଭାବନୀୟ  ଘଟଣା ଘଟିଛି। ଗୁଳିକାଣ୍ଡରେ ଜଣେ ଯୁବକଙ୍କର ମୃତ୍ୟୁ ଘଟିଛି। ମୃତକ ଜଗତସିଂହପୁର ଜିଲ୍ଲା ବିରାଙ୍ଗ ଅଞ୍ଚଳର ବିକାଶ ମହାନ୍ତି ବୋଲି ଜଣାପଡିଛି। ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଏହି ହତ୍ୟାକାଣ୍ଡ ଘଟିଥିବା ସନ୍ଦେହ କରାଯାଉଛି। ଖବର ପାଇ ସ୍ଥାନୀୟ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଅଟକ ରଖି ଅଧିକ ପଚରାଉଚରା କରିବା ସହ ବନ୍ଧୁକ ଜବତ କରିଛି। ଦୁଇ ଦିନ ତଳେ କଟକ ବୈୟାଳିଶି ମୌଜା ଅଞ୍ଚଳରୁ ବେଆଇନ୍ ବନ୍ଧୁକ କାରଖାନା ଠାବ ହୋଇଥିଲା।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories