www.samajalive.in
Friday, December 5, 2025
23.1 C
Bhubaneswar

ବାଇକ୍‌-ହାଇଓ୍ବା ଧକ୍କା, ଦୁଇ ମୃତ

କଟକ: ଦୁଇ ବାଇକ୍ ଆରୋହୀଙ୍କୁ ଚାପିଦେଲା ହାଇଓ୍ବା। ବାରଙ୍ଗ ଗୋଡି ସାହି ମୁଣ୍ଡଳି କେନାଲ ରାସ୍ତାରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ଦୁଇ ଯୁବକଙ୍କ ମୃତ୍ୟୁ ଘଟିଛି। ଆଜି ସକାଳେ କେନାଲ ରାସ୍ତାରେ ହାଇଓ୍ବା ଟ୍ରକ୍ ଟି ମୁଣ୍ଡଳୀ ଆଡ଼େ ଯାଉଥିବା ବେଳେ ବିପରୀତ ଦିଗରୁ ଆସୁଥିବା ଏକ ବାଇକ୍ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଫଳରେ ଘଟଣାସ୍ଥଳରେ ଦୁଇ ବାଇକ୍ ଆରୋହୀଙ୍କର ମୃତ୍ୟୁ ଘଟିଥିଲା। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତ ଯୁବକଙ୍କ ପରିଚୟ ମିଳିପାରିନାହିଁ। ଦୁର୍ଘଟଣା ପରେ ହାଇଓ୍ବା ଟ୍ରକଟି ଘଟଣାସ୍ଥଳରୁ ଫେରାର୍ ହୋଇଯାଇଛି।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories