www.samajalive.in
Friday, December 5, 2025
20.1 C
Bhubaneswar

ମହିଳା ହୋମ୍‌ଗାର୍ଡଙ୍କ ଉପରେ ଚଢିଗଲା ଟ୍ରକ୍

କଟକ: କଟ ଛତ୍ରବଜାର ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ଜଣେ ମହିଳା ହୋମଗାର୍ଡଙ୍କର ମୃତ୍ୟୁ ଘଟିଛି। ମୃତକ ମନୋରମା ପଣ୍ଡା ବୋଲି ଜଣାପଡିଛି। ଆଜି ସକାଳେ ମନୋରମା ଡ୍ୟୁଟି ସାରି ଛତ୍ରବଜାରକୁ ପରିବା ପାଇଁ ଯାଉଥିଲେ। ଏତିକିବେଳେ ଛତ୍ରବଜାର ଅର୍ବାନ୍ ହାଟ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ୍ ତାଙ୍କ ଉପରେ ଚଢି ଯାଇଥିଲା। ଫଳରେ ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା। ମନୋରମା ମାଲଗୋଦାମ ଥାନାରେ ହୋମ୍‌ଗାର୍ଡ ଭାବେ କାର୍ଯ୍ୟରତ ଥିଲେ। ଡ୍ୟୁଟି ସାରି ଫେରୁଥିବାବେଳେ ଏଭଳି ଅଘଟଣ ଘଟିଛି।  ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଆଜି ଇଣ୍ଡିଗୋର ୧ ହଜାରରୁ ଊର୍ଦ୍ଧ୍ବ ବିମାନ ରଦ୍ଦ, ତଦନ୍ତ କମିଟି ଗଠନ କଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନର ପରିଚାଳନାଗତ ସଙ୍କଟ ଜାରି ରହିଛି। ଇଣ୍ଡିଗୋ...

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

Related Articles

Popular Categories