www.samajalive.in
Sunday, December 7, 2025
23.1 C
Bhubaneswar

କାଠଯୋଡି ନଦୀରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର

କଟକ : କଟକ କାଠଯୋଡି ନଦୀରୁ ନିଖୋଜ ଛାତ୍ରଙ୍କ ମୃତଦେହ ଉଦ୍ଧାର। ମୃତକ ଜଣେ ଛାତ୍ର ହୋଇଥିବାବେଳେ ବର୍ତ୍ତମାନ ପର୍ଯ୍ୟନ୍ତ ତାଙ୍କର ପରିଚୟ ମିଳିପାରିନି। ଛାତ୍ର ଜଣକ ମଙ୍ଗଳବାର ପୂର୍ବାହ୍ନରୁ ଘରୁ କେଉଁଆଡେ ଯାଇ ଆଉ ଫେରିନଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ଘରକୁ ନଫେରିବାରୁ ପରିବାର ଲୋକ ବହୁ ଖୋଜାଖୋଜି କରିଥିଲେ। କିନ୍ତୁ କୌଣସି ପତ୍ତା ମିଳିନଥିଲା। ଆଜି ସକାଳେ କିଛି ସ୍ଥାନୀୟ ଲୋକ ନେତାଜୀ ସୁବାସ ଚନ୍ଦ୍ର ବୋଷ ସେତୁ ତଳେ ଛାତ୍ରଙ୍କ ମୃତଦେହ ପଡିଥିବା ଦେଖିବାକୁ ପାଇଥିଲେ। ଏ ନେଇ ମର୍କତ ନଗର ପୁଲିସକୁ ଖବର ଦେଇଥିଲେ। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଛାନଭିନ୍ ଜାରି ରଖିଛି।

Hot this week

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା : ଯବାନଙ୍କ ସମେତ ଦୁଇ ଅଟକ

ଭୁବନେଶ୍ଵର : ପୁଲିସ ଏସ୍‌ଆଇ ନିଯୁକ୍ତି ଦୁର୍ନୀତି ମାମଲା । ଏସ୍ଏ‌ସ୍‌ବି...

Related Articles

Popular Categories