www.samajalive.in
Sunday, December 7, 2025
14.1 C
Bhubaneswar

ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରୁ ଯୁବକଙ୍କ ଝୁଲନ୍ତା ମୃତଦେହ, ତଦନ୍ତ ଜାରି

କଟକ: ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟିରୁ ଯୁବକଙ୍କ ଝୁଲନ୍ତା ମୃତଦେହ । ରାଣୀହାଟ ତାଳଦଣ୍ଡା ପୋଲ ପାଖ ରାସ୍ତା ଉପରେ ଥିବା ଷ୍ଟ୍ରିଟ୍ ଲାଇଟ୍ ଖୁଣ୍ଟରେ ଯୁବକଙ୍କୁ ଝୁଲନ୍ତା ମୃତଦେହ ଦେଖିବାକୁ ମିଳିଛି। ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କ ପରିଚୟ ମିଳିପାରିନାହିଁ। ଆଜି ସକାଳେ କିଛି ସ୍ଥାନୀୟ ଲୋକେ ଝୁଲନ୍ତା ଅବସ୍ଥାରେ ମୃତଦେହ ଦେଖିବାକୁ ପାଇଥିଲେ। ପରେ ଏ ନେଇ ପୁଲିସକୁ ଖବର ଦେଇଥିଲେ। ପରେ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି ପୁଲିସ୍।

Hot this week

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

୩୭ ଟ୍ରେନ୍‌ରେ ଲାଗିଲା ଅତିରକ୍ତ ୧୧୬ ବଗି

ନୂଆଦିଲ୍ଲୀ : ଇଣ୍ଡିଗୋ ସମସ୍ୟା ଯୋଗୁଁ ଦେଶବ୍ୟାପୀ ବିମାନସେବା ବର୍ତ୍ତମାନ ଜଟିଳ...

Related Articles

Popular Categories