www.samajalive.in
Monday, December 15, 2025
26.1 C
Bhubaneswar

କଟକରେ ହୋଟେଲ୍‌ ସିଲ୍

କଟକ: କଟକ ଜିଲ୍ଲାରେ ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସାରା ଜିଲ୍ଲାରେ ୧୦୦ ରୁ ଅଧିକ ଆକ୍ରାନ୍ତ ହେଲେଣି। ବୈୟାଳିଶି ମୌଜା, ଟାଙ୍ଗୀ ଏବଂ ନରସିଂହପୁର ବ୍ଲକରେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ତେଣୁ କଟକ ସହରରେ ଝାଡାବାନ୍ତି ବ୍ୟାପିବା ଆଶଙ୍କାକୁ ଦୃଷ୍ଟିରେ ରଖି ସହରରେ ଥିବା ବିଭିନ୍ନ ହୋଟେଲ ଗୁଡିକରେ ସିଏମସି ଓ ଖାଦ୍ୟ ସୁରକ୍ଷା ବିଭାଗ ଚଢାଉ ଜାରି ରଖିଛି। ଆଜି କଟକ ରେଳ ଷ୍ଟେସନ୍ ନିକଟରେ ଥିବା ବିଭିନ୍ନ ହୋଟେଲ ଗୁଡିକ ଉପରେ ଚଢାଉ କରାଯାଇ ୨୦ କେଜି ଅଧିକ ବାସି ଖାଦ୍ୟ ନଷ୍ଟ କରାଯାଇଛି। ଏପରିକି ଯେଉଁ ହୋଟେଲ ଗୁଡିକୁ ବିନା ଲାଇସେନ୍ସରେ ଖୋଲାଯାଇଛି। ସେଗୁଡିକୁ ସିଲ୍ କରାଯାଇଛି।

Hot this week

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

କୁହୁଡ଼ି ପାଇଁ ମୋଦୀଙ୍କ ବିମାନ ବିଳମ୍ବ

ସମାଜ ଲାଇଭ ଡ଼େସ୍କ : ଘନ କୁହୁଡ଼ି ଜାତୀୟ ଦିଲ୍ଲୀକୁ ଘେରି...

Related Articles

Popular Categories