www.samajalive.in
Monday, December 8, 2025
27.1 C
Bhubaneswar

ପଲିଥିନ୍‌ କାରଖାନାରେ ନିଆଁ

କଟକ: ଆଜି କଟକ ଜଗତପୁରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଗୁଜରପୁରଠାରେ ଥିବା ଏକ ପଲିଥିନ ଉତ୍ପାଦନ ୟୁନିଟ ‘ଜଗା କାଳିଆ ପଲିପ୍ୟାକ୍‌ ଏଣ୍ଟରପ୍ରାଇଜେସ’ ରେ ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଖବର ପାଇ କଟକ ଏବଂ ଚାଉଳିଆଗଞ୍ଜ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ଦୀର୍ଘ ସମୟର ଉଦ୍ୟମ ପରେ ନିଆଁ ଆୟତ୍ତ ହୋଇଥିବା ସୂଚନା ମିଳିଛି।

Hot this week

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

ଭୟଙ୍କର ଅଗ୍ନିକାଣ୍ଡ: ଜଳିଗଲା ୫୦ରୁ ଅଧିକ ଫଳ ଦୋକାନ

ସମାଜଲାଇଭ ଡେସ୍କ: ବଲାଙ୍ଗିର ସହରରେ ଥିବା ଫଳ ବଜାରରେ ସୋମବାର ଭୟଙ୍କର...

Related Articles

Popular Categories