www.samajalive.in
Monday, December 8, 2025
20.1 C
Bhubaneswar

ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ନେଇ ଅଭିଯୋଗ

ବାଙ୍କୀ : କଟକ ଜିଲା ଅନ୍ତର୍ଗତ ବାଙ୍କୀ ଅଞ୍ଚଳରେ ଏକ ଘରୋଇ ନର୍ସିଂହୋମରେ ଚିକିତ୍ସା ଅବହେଳାରୁ ଶିଶୁ ମୃତ୍ୟୁ ହୋଇଥିବା ନେଇ ଶୁକ୍ରବାର ଅଭିଯୋଗ ହୋଇଛି। ଏନେଇ ବାଙ୍କୀ ଥାନାରେ  ପରିବାରଲୋକେ ଏତଲା ଦେଇଛନ୍ତି। ଉକ୍ତ ଶିଶୁର ମୃତଦେହକୁ ବ୍ୟବଚ୍ଛେଦ ପାଇଁ ବାଙ୍କୀ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

Hot this week

ପଞ୍ଜାବରେ ‘ସୁଟକେସ’ ରାଜନୀତି: ନଭଜୋତ କୌର ସିଦ୍ଧୁ କଂଗ୍ରେସରୁ ନିଲମ୍ବିତ

ସମାଜଲାଇଭ ଡେସ୍କ: ପଞ୍ଜାବ କଂଗ୍ରେସରେ ରାଜନୀତି ସରଗରମ ହୋଇଛି। ବରିଷ୍ଠ ନେତ୍ରୀ...

ସୁନା ବିସ୍କୁଟ୍ ଲୋଭ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା ଠକେଇ, ୬ ଗିରଫ

ନୀଳଗିରି: ସୁନା ବିସ୍କୁଟ୍ ପ୍ରଲୋଭନ ଦେଖାଇ ବ୍ୟକ୍ତିଙ୍କଠାରୁ ୪ ଲକ୍ଷ ଟଙ୍କା...

ଆତ୍ମସମର୍ପଣ କଲେ ୧୨ ମାଓବାଦୀ

ମାଲକାନଗିରି: ଆତ୍ମସମର୍ପଣ କଲେ ୧୨ ମାଓବାଦୀ। କୁଖ୍ୟାତ ନକ୍ସଲବାଦୀ କମାଣ୍ଡର ଓ...

ବିବାହ ଭାଙ୍ଗିବା ପରେ ପରସ୍ପରଙ୍କୁ ଅନଫଲୋ କଲେ ମନ୍ଧାନା-ପଲାସ

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଉପଅଧିନାୟିକା ସ୍ମୃତି ମନ୍ଧାନା...

Related Articles

Popular Categories