www.samajalive.in
Monday, December 8, 2025
13.1 C
Bhubaneswar

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ହାଇକୋର୍ଟଙ୍କ ଜବାବ ତଲବ

କଟକ : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ବନ୍ଦ ପାଇଁ ହୋଇଥିବା ମାମଲା ଆଧାରରେ ରାଜ୍ୟ ସରକାର ଓ ଏଏସଆଇକୁ ଆଜି ହାଇକୋର୍ଟ ଜବାବ ତଲବ କରିଛନ୍ତି। ଶ୍ରୀମନ୍ଦିର ଚାରିପଟେ ହେଉଥିବା ନିର୍ମାଣ, କିଏ କରୁଛି,କ’ଣ ନିର୍ମାଣ ହେଉଛି ଏବଂ ମନ୍ଦିର ପ୍ରତି ବିପଦ ଅଛି କି ନାହିଁ ଏ ସମ୍ପର୍କରେ ହାଇକୋର୍ଟ ଜବାବ ତଲବ କରିଛନ୍ତି। ଏନେଇ ରାଜ୍ୟ ସରକାର ଓ ଏଏସଆଇକୁ ଆସନ୍ତା ୧୭ ତାରିଖ ସୁଦ୍ଧା ଜଣାଇବାକୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଆସନ୍ତା ୨୧ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ।

Hot this week

ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ଘଟଣାରେ କାର୍ଯ୍ୟାନୁଷ୍ଠାନ: ୩ବରିଷ୍ଠ ଅଧିକାରୀ ନିଲମ୍ବିତ

ପାଣାଜୀ: ଗୋଆର ଏକ ନାଇଟ୍‌ କ୍ଳବରେ ରବିବାର ଘଟିଥିବା ଅଗ୍ନିକାଣ୍ଡରେ ୨୫ଜଣଙ୍କ...

ମଣ୍ଡଳ, ମାଇତି ସାଙ୍ଗିଆରେ ରହୁଛନ୍ତି ସନ୍ଦିଗ୍ଧ ବାଂଲାଦେଶୀ

କେନ୍ଦ୍ରାପଡ଼ା : ପାଞ୍ଚ ହଜାର ଟଙ୍କା ଦେଲେ ଭୋଟର ତାଲିକାରେ ଚଢ଼ୁଛି...

କପ୍‌ ୩୦- ଆଶା ଓ ନିରାଶା

ସମ୍ପ୍ରତି ବିଶ୍ୱ ଜଳବାୟୁ ପରିବର୍ତ୍ତନର କ୍ରମବର୍ଦ୍ଧିଷ୍ଣୁ ବିନାଶକାରୀ ପ୍ରଭାବର ସମ୍ମୁଖୀନ ହେଉଥିବା...

ଚିନ୍ତାକଳ୍ପ : ମରଣଜୟୀ

ସାତ ସମୁଦ୍ର ତେର ନଈ ସେପାରିରୁ ଭାରତକୁ ଆସିଥିଲେ ବ୍ୟବସାୟ ଉଦ୍ଦେଶ୍ୟରେ।...

ସମ୍ପାଦକୀୟ : ଭାରତ-ରୁଷିଆ ସମ୍ପର୍କ

କେବଳ ରାଜନୀତିକ ବନ୍ଧୁତ୍ବରେ ସୀମିତ ନ ରହୁ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ...

Related Articles

Popular Categories