କଟକ : କଟକ ଜିଲା ସଦର ଥାନା ଶଙ୍ଖତ୍ରାସ ୟୁପି ସ୍କୁଲ ପରିସରରୁ ଆଜି ଯୁବକଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ସେମାନେ ସ୍ଥାନୀୟ ଅଞ୍ଚଳର ଯୁବକଯୁବତୀ ବୋଲି ଜଣାପଡିଛି। ସେମାନଙ୍କ ମୃତ୍ୟୁର କାରଣ ଅସ୍ପଷ୍ଟ ରହିଥିବା ବେଳେ ଖବର ପାଇ ସଦର ଥାନା ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି।
Popular Categories



