www.samajalive.in
Saturday, December 6, 2025
16.1 C
Bhubaneswar

ରୋଟାରୀ କ୍ଲବ କଟକ ମହାନଦୀର ରକ୍ତଦାନ ଶିବିର

କଟକ  : ରୋଟାରୀ କ୍ଲବ ମହାନଦୀର ପକ୍ଷରୁ କଟକ ଚାଉଳିଆଗଞ୍ଜ ଶ୍ରୀ ଶ୍ରୀ ମଣ୍ଡପଠାରେ ଏକ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ରକ୍ତ ଭଣ୍ଡାରର କର୍ମଚାରୀମାନେ ସହଯୋଗ କରିଥିଲେ ଓ ୫୩ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା। ଏହି ଶିବିରକୁ କ୍ଲବର ସଭାପତି ରୋଟାରୀଆନ୍ ସୁଜାତା ମହାପାତ୍ର, ପୂର୍ବତନ ସଭ।ପତି ରାଜଲକ୍ଷ୍ମୀ ପାତ୍ର, ନିରୁପମା ପତି, ସଂଯୁକ୍ତା ପାତ୍ର ପ୍ରମୁଖ ପରିଚାଳନା କରିଥିଲେ। ଏଠାରେ ଉଲ୍ଲେଖଯୋଗ୍ୟ ଯେ ପ୍ରତି ବର୍ଷ ଅଗଷ୍ଟ ମାସରେ ରୋଟାରୀ କ୍ଲବମାନଙ୍କ ପକ୍ଷରୁ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଥାଏ।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories