www.samajalive.in
Saturday, December 6, 2025
16.1 C
Bhubaneswar

ରାସ୍ତାକଡ ମାଛ ଓ ମାଂସ ଦୋକାନରେ ସିଏମସିର ଚଢାଉ

କଟକ : ରାସ୍ତାକଡ ମାଛ ଓ ମାଂସ ଦୋକାନରେ ଶୁକ୍ରବାର ସିଏମସି ପକ୍ଷରୁ ଚଢାଉ କରାଯାଇଛି। ବିଜୁପଟ୍ଟନାୟକ ଛକ ସହ ବିଭିନ୍ନ ଛକରେ ଏନଫୋର୍ସମେଣ୍ଟ ଟିମ୍‌‌ର ଚଢାଉା ସିଏମସି ଡେପୁଟି କମିଶନରଙ୍କ ନେତୃତ୍ୱରେ ଚଢାଉ ଚାଲିଛିା ମାଂସ ଜବତ କରିବା ସହ ମାଂସ କାଟିବା ଯନ୍ତ୍ରାଂଶ ମଧ୍ୟ ଜବତ ହୋଇଛି। ରାସ୍ତାକଡରେ ଦୋକାନ ନେଇ ସିଏମସିକୁ ହାଇକୋର୍ଟ ତାଗିଦ କରିଥିଲେ।

Hot this week

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

Related Articles

Popular Categories