www.samajalive.in
Saturday, December 6, 2025
16.1 C
Bhubaneswar

ମହାନଦୀରୁ ମୃତଦେହ ଉଦ୍ଧାର

କଟକ : କଟକ ତୁଳସୀପୁର ମଠସାହି ନିକଟରେ ଗାଧେଇବା ସମୟରେ ବୁଡି ଯାଇ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି । ମାତ୍ର ତାଙ୍କ ପରିଚୟ ଅସ୍ପଷ୍ଟ ରହିଛି । ଖବର ପାଇ ବିଡାନାସୀ ଅଗ୍ନିଶମ ବିଭାଗର ଟିମ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ସ୍ଥାନୀୟ ବିଡାନାସୀ ଥାନାକୁ ହସ୍ତାନ୍ତର କରିଛନ୍ତି। ମୃତ ବ୍ୟକ୍ତିଙ୍କ ପରିଚୟ ମିଳି ନଥିବା ବେଳେ ଏହି ଘଟଣାରେ ପୁଲିସ ଅଧିକ ତଦନ୍ତ ଜାରି ରଖିଛି।

ଦେଖନ୍ତୁ ଭିଡିଓ; ଜଗତସିଂହପୁର ଶିଆଳି ବେଳାଭୂମିରେ କୁମ୍ଭୀର, ଅଞ୍ଚଳବାସୀ,ପର୍ଯ୍ୟଟକ ଭୟଭୀତ..

ଦେଖନ୍ତୁ ଭିଡିଓ ; ଟ୍ରକରେ ଲୁଚି ଉତ୍ତରପ୍ରଦେଶରୁ ବିହାର ଆସିଲା ବିଶାଳକାୟ ଅଜଗର..

- Advertisement -

Hot this week

ଶୀତଦିନେ ଗରମ ପାଣିରେ ଗାଧୋଉଛନ୍ତି କି? ସାବଧାନ, ହେବ ବଡ ବିପଦ

ସମାଜ ଡିଜିଟାଲ ଡେସ୍କ: ଶୀତଦିନେ ଗରମ ପାଣିରେ ଗାଧୋଇବା ବହୁତ ଆରାମଦାୟକ...

ଚୀନ୍‌ ଗଣମାଧ୍ୟମର ଉଚ୍ଚ ପ୍ରଶଂସା

ବେଜିଂ : ରୁଷ୍‌ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନଙ୍କ ଦୁଇ ଦିନିଆ ଭାରତ...

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

Related Articles

Popular Categories