www.samajalive.in
Wednesday, December 10, 2025
16.1 C
Bhubaneswar

ପହଲ୍‌ଗାମ୍‌ ଆକ୍ରମଣ ; କଟକରେ ଏନଆଇଏର ୩ ଜଣିଆ ଟିମ୍‌

କଟକ : କଟକରେ ଏନଆଇଏ ଟିମ୍‌। କଟକ ଦେଉଳସାହିରେ ଏନଆଇଏର ୩ ଜଣିଆ ଟିମ୍‌ ମଙ୍ଗଳବାର ପଚରାଉଚରା କରିଛନ୍ତି। ରଞ୍ଜିତ ଭୋଳଙ୍କ ଘରେ ପ୍ରାୟ ୨ ଘଣ୍ଟା ପଚରାଉଚରା କରିଛି ଟିମ୍‌। ପହଲ୍‌ଗାମ୍‌ ଆତଙ୍କୀ ଆକ୍ରମଣ ବେଳେ ଉପସ୍ଥିତ ଥିଲେ ଭୋଳ ପରିବାର। ବାପା, ମାଆ, ପୁଅ, ବୋହୂ, ୪ ଜଣ ପହଲ୍‌ଗାମ୍‌ ବୁଲିବାକୁ ଯାଇଥିଲେ। ନିଜ ଆଖିରେ ଆତଙ୍କବାଦୀଙ୍କ ବର୍ବର କାଣ୍ଡକୁ ଦେଖିଥିଲେ । ସୌଭାଗ୍ୟବଶତଃ ସମସ୍ତେ ଜୀବନ ବଞ୍ଚାଇ ଫେରି ଆସିଥିଲେ।

ଜାଣନ୍ତୁ ଅକ୍ଷୟ ତୃତୀୟାରେ ରାଶି ଅନୁଯାୟୀ କ’ଣ କିଣିଲେ : ବର୍ଷିବ ମା’ଲକ୍ଷ୍ମୀଙ୍କ କୃପା

ଶନି କଲେ ନକ୍ଷତ୍ର ପରିବର୍ତ୍ତନ : ଜାଣନ୍ତୁ ସମସ୍ତ ରାଶି ଉପରେ ପଡିବ କି ପ୍ରଭାବ, କାହାକୁ ମିଳିବ ଚାକିରି, କିଏ ହେବେ ମାଲାମାଲ୍‌..

- Advertisement -

ଅଡି କାର୍‌ରେ କ୍ଷୀର ବ୍ୟବସାୟ କରନ୍ତି ଏହି ଯୁବକ; ଜାଣନ୍ତୁ କାରଣ, ଦେଖନ୍ତୁ ଭିଡିଓ..

ମେ’ ୨ଯାଏଁ କାଳବୈଶାଖୀ ବର୍ଷା; ଆଜି ଏହି ଜିଲାରେ ବର୍ଷିବ

Hot this week

ସୁନା ଓ ରୂପା ଏତିକି ଟଙ୍କା ହେଲା ଶସ୍ତା

ସମାଜ ଡିଜିଟାଲ ଡେସ୍କ: ସୁନା ଓ ରୂପା ମୂଲ୍ୟରେ ସାମାନ୍ୟ ହ୍ରାସ...

ସ୍ବତନ୍ତ୍ର ସିନ୍ଧ୍‌ ଦେଶ ଗଠନ ଦାବି; ପାକିସ୍ତାନରେ ହିଂସା

କରାଚି: ବେଲୁଚିସ୍ତାନ ପରେ ପାକିସ୍ତାନରେ ଏବେ ସ୍ବତନ୍ତ୍ର ସିନ୍ଧ୍‌ଦେଶ ଗଠନ ଦାବି...

ଭୋଟ ଚୋରି ଜାତୀୟତା ବିରୋଧୀ କାର୍ଯ୍ୟ: ରାହୁଲ

ନୂଆଦିଲ୍ଲୀ: ନିର୍ବାଚନ ଆୟୋଗଙ୍କ ପକ୍ଷରୁ ଦେଶର ବିଭିନ୍ନ ରାଜ୍ୟରେ ଚାଲିଥିବା ସ୍ବତନ୍ତ୍ର...

ଆଇପିଏଲ୍‌ ନିଲାମ ତାଲିକାରେ ୩୫୦ ଖେଳାଳି

ନୂଆଦିଲ୍ଲୀ: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୨୦୨୬ ସଂସ୍କରଣ ଲାଗି ମିନି...

ଓଡ଼ିଶା ମାଷ୍ଟର୍ସ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ ଆରମ୍ଭ

କଟକ: କଟକର ଜବାହରଲାଲ ନେହେରୁ ଇନ୍‌ଡୋର ଷ୍ଟାଡିୟମ୍‌ରେ ଅନ୍ତର୍ଜାତୀୟ ବ୍ୟାଡ୍‌ମିଣ୍ଟନ ଟୁର୍ଣ୍ଣାମେଣ୍ଟ...

Related Articles

Popular Categories