www.samajalive.in
Saturday, December 6, 2025
19.1 C
Bhubaneswar

ଅପେକ୍ଷାର ଅନ୍ତ ; ଅନୁଭବ-ବର୍ଷା, ବିବାହ ବିଚ୍ଛେଦ ପାଇଁ ହାଇକୋର୍ଟଙ୍କ ଅନୁମତି

କଟକ : ଦୀର୍ଘ ଦିନର ବାଦ ବିବାଦ ପରେ ସାଂସଦ ଅନୁଭବ ମହାନ୍ତି ଓ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ମାମଲାରେ ଅନ୍ତ ଘଟିଛି। ଅନୁଭବ ଓ ବର୍ଷାଙ୍କ ବିବାହ ବିଚ୍ଛେଦ ମାମଲାରେ ଗୁରୁବାର ହାଇକୋର୍ଟ ରାୟ ଦେଇଛନ୍ତି। ବିବାହ ବିଚ୍ଛେଦ ପାଇଁ ହାଇକୋର୍ଟ ଅନୁଭବଙ୍କୁ ଅନୁମତି ଦେଇଛନ୍ତି। ଅନୁଭବଙ୍କ ଆବେଦନ ଆଧାରରେ ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି। ପରିବାର ଅଦାଲତ ରାୟକୁ ମଧ୍ୟ ହାଇକୋର୍ଟ ଖାରଜ କରିଛନ୍ତି। ପାରିବାରିକ ବିବାଦ ମାମଲାରେ ଅନ୍ତ ଘଟିଛି।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories