www.samajalive.in
Tuesday, December 9, 2025
15.1 C
Bhubaneswar

କଟକରେ ନକଲି କ୍ଷୀର କମ୍ପାନୀରେ ଚଢାଉ

କଟକ : କଟକରେ ନକଲି ସସ୍‌, ହଳଦୀ ଗୁଣ୍ଡ, ଜର୍ଦା, ଘିଅ ଆଦି ଠାବ ହେବା ପରେ ବର୍ତ୍ତମାନ ତାଲିକାରେ ସାମିଲ ହୋଇଛି ନକଲି କ୍ଷୀର । କଟକ ଜଗତପୁର ଥାନା ଆତୋଡା ଛକରେ ଥିବା ନକଲି କ୍ଷୀର କମ୍ପାନୀରେ ସୋମବାର ଚଢାଉ ହୋଇଛି । କମିଶନରେଟ୍‌ ପୁଲିସର ଏକ ଦଳ କୁଇଣ୍ଟାଲ କୁଇଣ୍ଟାଲ ଅପମିଶ୍ରିତ କ୍ଷୀର ଜବତ କରିଛି । ଅପମିଶ୍ରଣ କ୍ଷୀରରେ ରାସାୟନିକ ଗୁଣ୍ଡ ମିଶୁଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଅପମିଶ୍ରଣ ଅଭିଯୋଗରେ ପୁଲିସ ଓ ଖାଦ୍ୟ ନିରାପତ୍ତା ବିଭାଗ ପକ୍ଷରୁ ଏହି ଚଢାଉ କରାଯାଇଛି । କମ୍ପାନୀକୁ ସିଲ୍‌ କରାଯାଇ ପରୀକ୍ଷା ପାଇଁ କ୍ଷୀର ସାମ୍ପଲକୁ ପଠାଯାଇଛି। ମାଲିକଙ୍କୁ ଅଟକ ରଖି ପୁଲିସ ପଚରାଉଚରା କରୁଛି ।

ଅଟୋ ଚାଳକଙ୍କ ଏମିତି ଭଡା ନେବା ଶୈଳୀକୁ ପ୍ରଶଂସା କଲେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ..

ଦେଖନ୍ତୁ ଭିଡିଓ; ବିରୂପା ବ୍ୟାରେଜରେ ଯୁବକ ନିଖୋଜ, ଖୋଜାଖୋଜି ଜାରି..

- Advertisement -

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories