www.samajalive.in
Saturday, December 6, 2025
17.1 C
Bhubaneswar

କଟକ ଯୋବ୍ରାର ଏକ ଘରୋଇ ହଷ୍ଟେଲରୁ ନର୍ସଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

କଟକ : କଟକରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି । ଯୋବ୍ରାର ଏକ ଘରୋଇ ହଷ୍ଟେଲ ବାଥ୍‌ରୁମ୍‌ରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି । ଖବର ପାଇ ମାଲଗୋଦାମ ପୁଲିସ ପହଞ୍ଚି ଯୋବ୍ରାର ଏକ ଘରୋଇ ହଷ୍ଟେଲରୁ ମୃତଦେହ ଉଦ୍ଧାର କରିଛି । ମୃତ ଯୁବତୀ ବାଲେଶ୍ୱରର ହୋଇଥିବା ବେଳେ ସେ ଏକ ଘରୋଇ ହସ୍ପିଟାଲରେ ନର୍ସ ଭାବେ କାମ କରୁଥିଲେ । ପୁଲିସ ଘଟଣାର ତଦନ୍ତ ଜାରି ରଖିଛି ।

ଦେଖନ୍ତୁ ଭିଡିଓ; ଅହିରାଜକୁ ଖେଳନା ଭାବି ଖେଳିଲା ଶିଶୁ, ତା’ପରେ..

ଲାଭାର ବଡ ଧମାକା: ମାତ୍ର ଏତିକି ଟଙ୍କାରେ ଆଣିଲା ଆପେଲ୍‌ ଭଳି ଦେଖାଯାଉଥିବା, ଜବରଦସ୍ତ ଫିଚର ଥିବା ସ୍ମାର୍ଟଫୋନ୍‌..

- Advertisement -

ଦୀର୍ଘ ବର୍ଷ ପରେ ଶକ୍ତିଶାଳୀ ଯୋଗ: ଏହି ରାଶିଙ୍କୁ ଖାଲି ମିଳିବ ଲାଭ, ହେବେ ମାଲାମାଲ୍‌, ରହିବନି ଚିନ୍ତା.. 

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories