ଓଆରଏଚଡିସି ମାମଲା ; କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ଆଶ୍ୱସ୍ତି

କଟକ : ଆଜି କଂଗ୍ରେସ ବିଧାୟକ ମହମ୍ମଦ ମୋକିମଙ୍କୁ ହାଇକୋର୍ଟଙ୍କ ଆଶ୍ୱସ୍ତି ମିଳିଛି। ଭିଜିଲାନ୍ସ କୋର୍ଟଙ୍କ ଦଣ୍ଡାଦେଶ ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି। ରହିତାଦେଶ ପରେ ମୋକିମଙ୍କ ବିଧାୟକ ପଦ ମଧ୍ୟ ବଜାୟ ରହିଛି। ଆସନ୍ତା ଫେବ୍ରୁଆରୀ ୨୨ତାରିଖରେ ପରବର୍ତ୍ତୀ ଶୁଣାଣି ହେବ। ଓଆରଏଚଡିସି ଋଣ ଦୁର୍ନୀତି ମାମଲାରେ ମୋକିମ୍‌‌ଙ୍କୁ ଭିଜିଲାନ୍ସ କୋର୍ଟ ୩ ବର୍ଷ ଦଣ୍ଡାଦେଶ ଦେଇଥିଲେ। ଭିଜିଲାନ୍ସ କୋର୍ଟଙ୍କ ରାୟକୁ ଚ୍ୟାଲେଞ୍ଜ କରି ହାଇକୋର୍ଟ ଯାଇଥିଲେ।

kalyan agarbati

Comments are closed.