www.samajalive.in
Saturday, December 6, 2025
19.1 C
Bhubaneswar

କଟକରେ ବୁଲୁଛି ବାଘ, ଅଞ୍ଚଳବାସୀ ଛାନିଆ

କଟକ : କଟକରେ ବୁଲୁଛି କଲରାପତରିଆ ବାଘ। କଟକ ଆଠଗଡ ବନଖଣ୍ଡର ନରସିଂହପୁର ରେଞ୍ଜର ରାସ୍ତାରେ କଲରାପତରିଆ ବାଘ ଦେଖାଯାଇଥିବା ଖବର ଗୁରୁବାର ସାମ୍ନାକୁ ଆସିଛି । ରାସ୍ତାରେ ବାଘ ବୁଲୁଥିବା ବେଳେ ମୋବାଇଲ୍‌ରେ ଏହାର ଭିଡିଓ କଏଦ ହୋଇଛି । ବନଖଣ୍ଡର ତିଗିରିଆ ଠାରୁ ବଡମ୍ବା, ନରସିଂହପୁର, ହିନ୍ଦୋଳ ପର୍ଯ୍ୟନ୍ତ ବାଘର ପାଦ ଚିହ୍ନ ପଡିବା ସହ ବାଘଟି ରାସ୍ତାରେ ବୁଲୁଛି । ବାଘକୁ ଦେଖିବା ପରେ ସ୍ଥାନୀୟ ବାସିନ୍ଦା ଭୟଭୀତ ଅବସ୍ଥାରେ ରହିଛନ୍ତି । ବନ ବିଭାଗ ଏନେଇ ଖବର ପାଇବା ପରେ ବାଘର ଗତିବିଧି ଉପରେ ନଜର ରଖିଛି ବୋଲି ସୂଚନା ଦେଇଛି । ପ୍ରାୟ ୩ ରୁ ୪ଟି ବାଘ ଥିବା ପ୍ରାଥମିକ ତଦନ୍ତରୁୁ ଜଣାପଡିଛି।

ଫେବୃଆରୀରେ ୪ ଗ୍ରହଙ୍କ ଚଳନ ପାଇଁ ଦୁର୍ଲ୍ଲଭ ରାଜଯୋଗ; ଏହି ରାଶି ହେବେ ଭାଗ୍ୟବାନ୍‌, ଚାକିରି ଠାରୁ ଆରମ୍ଭ କରି ସବୁ ଇଚ୍ଛା ହେବ ପୂରଣ..

ଦେଖନ୍ତୁ ଭିଡିଓ ; ପାଣିରେ ହାତୀ ଶୁଣ୍ଢକୁ କାମୁଡି ଧରିଲା କୁମ୍ଭୀର, ତା’ପରେ..

- Advertisement -

ହୁ ହୁ ହୋଇ ବଢି ଚାଲିଛି ସୁନା ଦର; ଅଳ୍ପ ଦିନରେ ଦାମ୍‌ ଛୁଇଁବ ୯୦!

Hot this week

SSI ସ୍ପୋର୍ଟ୍ସ ଆୱାର୍ଡ; ଯୋଗ ଦେଲେ ବହୁ ଅଲିମ୍ପିଆଡ ଓ କିମ୍ବଦନ୍ତୀ ଖେଳାଳି

ସମାଜ ନ୍ୟୁଜ ଡେସ୍କ- SSI ଭୁବନେଶ୍ବର ପକ୍ଷରୁ ତୃତୀୟ ଥର ପାଇଁ...

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

Related Articles

Popular Categories