www.samajalive.in
Saturday, December 6, 2025
23.1 C
Bhubaneswar

ମଙ୍ଗରାଜପୁର ଡମଡମଣି ଡ୍ୟାମରେ ବୁଡି ୨ ଛାତ୍ର ମୃତ

କଟକ : ଡ୍ୟାମରେ ବୁଡି ଚାଲିଗଲା ୨ ଛାତ୍ରଙ୍କ ଜୀବନ । କଟକ ଚୌଦ୍ୱାର ଅନ୍ତର୍ଗତ ମଙ୍ଗରାଜପୁର ଡମଡମଣି ଡ୍ୟାମରେ ବୁଡି ୨ ଜଣ ଛାତ୍ରଙ୍କ ମୃତ୍ୟୁ ହୋଇଥିବା ନେଇ ବୁଧବାର ଖବର ମିଳିଛି । ୫ ଜଣ ଛାତ୍ର ବୁଲିବାକୁ ଆସିଥିବା ବେଳେ ଏହି ଅଘଟଣ ଘଟିଛି । ୩ ଜଣ ବୁଡି ଯାଇଥିବା ବେଳେ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଛି । ସମସ୍ତେ କଟକ ଷ୍ଟୁଆର୍ଟ କଲେଜର ଯୁକ୍ତ ଦୁଇ ଛାତ୍ର ବୋଲି ସୂଚନା ମିଳିଛି ।

ଦେଖନ୍ତୁ ଭିଡିଓ ; ନିଜ ମାଷ୍ଟରଙ୍କୁ ଭେଟିବା ପାଇଁ ହସ୍ପିଟାଲରେ ପହଞ୍ଚିଲା ହାତୀ,କଲା ଏମିତି..

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories