www.samajalive.in
Saturday, December 6, 2025
19.1 C
Bhubaneswar

କଟକରେ ରୋଗୀ ମୃତ୍ୟୁରୁ ସମ୍ପର୍କୀୟଙ୍କ ହଙ୍ଗାମା

କଟକ : ରୋଗୀ ମୃତ୍ୟୁ ପରେ ଘରୋଇ ନର୍ସିଂହୋମରେ ସମ୍ପର୍କୀୟଙ୍କ ହୋହଲ୍ଲା ଦେଖିବାକୁ ମିଳିଛି । ଏଭଳି ଏକ ଅଭାବନୀୟ ଘଟଣା କଟକ ଓଏମପି ଛକ ସ୍ଥିିତ ଘରୋଇ ନର୍ସିଂହୋମରେ ରୋଗୀ ମୃତ୍ୟୁ ପରେ ସୋମବାର ଘଟିଛି। ଚିକିତ୍ସା ଅବହେଳାରୁ ମୃତ୍ୟୁ ହୋଇଥିବା ସମ୍ପର୍କୀୟ ଅଭିଯୋଗ କରିଛନ୍ତି । ମୃତ ରୋଗୀ ବଇଆଳିଶିମୌଜା ଅଞ୍ଚଳର ହୋଇଥିବା ବେଳେ ୧୦ ଦିନ ତଳେ ଆସିଥିଲେ। ୪ ଦିନ ତଳେ ଗୋଡରେ ଅସ୍ତ୍ରୋପଚାର ପରେ ଆଇସିୟୁରେ ଥିଲେ। ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି।

ଦେଖନ୍ତୁ ଭିଡିଓ ; ଗୋଟିଏ ସେଲଫି ପାଇଁ କେମିତି ମୃତ୍ୟୁକୁ ଡାକୁଛନ୍ତି ଯୁବକ..

- Advertisement -

 

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories