www.samajalive.in
Saturday, December 6, 2025
16.1 C
Bhubaneswar

ସ୍ୱାମୀଙ୍କୁ ନିର୍ଦ୍ଦୋଷ କହି ନିଜ ଦେହରେ ନିଆଁ ଲଗାଇଲେ ମହିଳା..

କଟକ : ସାଲେପୁରରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଥିବା ସାମ୍ନାକୁ ଆସିଛି । ଥାନା ଆଗରେ ନିଜ ଦେହରେ ନିଆଁ ଲଗାଇଲେ ମହିଳା । ମାହାଙ୍ଗା ଥାନା ଆଗରେ ପେଟ୍ରୋଲ ଢାଳି ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି । ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି କଟକକୁ ସ୍ଥାନାନ୍ତର କରାଯାଇଛି । ଗତକାଲି ଚୋରି ମାମଲାରେ ମହିଳାଙ୍କ ସ୍ୱାମୀଙ୍କୁ ପୁଲିସ ଉଠାଇ ନେଇଥିଲା । ସ୍ୱାମୀଙ୍କୁ ନିର୍ଦ୍ଦୋଷ କହି ଥାନା ଆଗରେ ମହିଳା ଜଣକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ବୋଲି ସୂଚନା ମିଳିଛି।

ବର୍ଷା ଦିନେ ଏମିତି ଚଲାନ୍ତୁ ଏସି ; ଖୁବ୍‌ କମ୍‌ ଆସିବ ବିଜୁଳି ବିଲ୍‌..

Hot this week

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

Related Articles

Popular Categories