Patra electronics

ତ୍ରିଶୁଳିଆରେ ଅଘଟଣ; ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ମୃତ

କଟକ : କଟକ ତ୍ରିଶୁଳିଆରେ ଶୁକ୍ରବାର ଏକ ବଡ ଅଘଟଣ ଘଟିଛି । ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ଚାଲି ଯାଇଛି ୨ ଜଣଙ୍କ ଜୀବନ । ଏହାସହ ଅନ୍ୟ ଜଣଙ୍କ ଅବସ୍ଥା ଗୁରୁତର ରହିଛି ।ତାଙ୍କୁ ଉଦ୍ଧାର କରି ହସ୍ପିଟାଲ ନିଆଯାଇଛି । ବାରଙ୍ଗ ଥାନା ନରଣପୁର ଅଞ୍ଚଳରେ ଏହି ଅଘଟଣ ଘଟିଛି । ଏକ ଆପାର୍ଟମେଣ୍ଟରେ ପାଇଖାନା ଟାଙ୍କି ସେଣ୍ଟ୍ରିଂ ଖୋଳୁଥିବା ବେଳେ ଏହି ଘଟଣା ଘଟିଛି । ୨ ଶ୍ରମିକଙ୍କୁ ଉଦ୍ଧାର କରାଯାଇ ଏସସିବି ମେଡିକାଲ ନିଆଯାଇଥିଲା । ସେଠାରେ ଡାକ୍ତର ସେମାନଙ୍କୁ ମୃତ ଘୋଷଣା କରିଛନ୍ତି । ପୁଲିସ ଘଟଣାର ତଦନ୍ତ କରୁଛି ।

ମାଈହାତୀ ମୃତ୍ୟ ପରେ ଖୋଜୁଛି ଦନ୍ତା ; ବନ ବିଭାଗ ନାକେଦମ୍

 

Comments are closed.