www.samajalive.in
Tuesday, December 9, 2025
26.1 C
Bhubaneswar

ବଡ ଖବର ; କଟକରେ ବନ୍ଦ ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର 

କଟକ : ବନ୍ଦ ଘରୁ ମିଳିଲା ଅଧ୍ୟାପିକାଙ୍କ ମୃତଦେହ । ସୋମବାର କଟକ ସିଡିଏ ସେକ୍ଟର -୯ ସ୍ଥିତ ଭଡା ଘରୁ ଅଧ୍ୟାପିକାଙ୍କ ମୃତଦେହ ଉଦ୍ଧାର ହୋଇଛି । କଟକ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟରେ ସେ କାର୍ଯ୍ୟରତ ଥିଲେ । ମୃତ ଅଧ୍ୟାପିକାଙ୍କ ନାମ ଅନନ୍ୟା ଚକ୍ରବର୍ତ୍ତୀ । ତାଙ୍କ ଘର ପଶ୍ଚିମବଙ୍ଗ ବୋଲି ଜଣାପଡିଛି । ଖବର ପାଇ ପୁଲିସ ପହଞ୍ଚି ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛି । ଏହା ହତ୍ୟା କି ଆତ୍ମହତ୍ୟା ସେନେଇ କୌଣସି ସ୍ପଷ୍ଟ ସୂଚନା ମିଳି ନାହିଁ ।

ଦେଖନ୍ତୁ ଭିଡିଓ; ସାପ ସହ ଷ୍ଟଣ୍ଟ, ପାଟିରେ ଧରିଲେ, ଆଉ ତା’ପରେ..

- Advertisement -

 

Hot this week

ବିଧାୟକଙ୍କ ଦରମା ବୃଦ୍ଧି: ଭତ୍ତା ସହ ପାଇବେ ୩.୨୬ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭା ବାଚସ୍ପତି, ଉପବାଚସ୍ପତି, ମନ୍ତ୍ରୀ ଓ ସଦସ୍ୟମାନଙ୍କ ଦରମା,...

ଖୋଲିଲା ଦର୍ଶକ ଗ୍ୟାଲେରୀ ଗେଟ୍

କଟକ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। କଟକ ବାରବାଟୀ ଷ୍ଟାଡିୟମରେ...

ବଢ଼ିବନି ପାଚିକାଙ୍କ ଦରମା

ସମାଜଲାଇଭ ଡେସ୍କ: ପାଚିକାମାନଙ୍କ ଦରମା ଆଉ ବୃଦ୍ଧି କରାଯିବ ନାହିଁ। ବୁଧବାର...

ବାଚସ୍ପତି ଓ ଉପବାଚସ୍ପତିଙ୍କ ଦରମା ବଢ଼ିଲା: ଭତ୍ତା ସହ ପାଇ​‌ବେ ୪.୨୮ ଲକ୍ଷ

ସମାଜଲାଇଭ ଡେସ୍କ: ବିଧାନସଭାର ବାଚସ୍ପତି, ଉପବାଚସ୍ପତି ଏବଂ ବିଧାୟକମାନଙ୍କ ଦରମା ବୃଦ୍ଧି...

ଶିକାରୀ ଫାଶରେ କଲରାପତରିଆ ମୃତ

ଅନୁଗୁଳ : ଶିକାରୀ ଫାଶରେ ପଡି କଲରାପତରିଆ ବାଘ ମୃତ। ଅନୁଗୋଳ...

Related Articles

Popular Categories