www.samajalive.in
Wednesday, November 12, 2025
19.1 C
Bhubaneswar

କଟକରେ ଅଘଟଣ ; ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ

କଟକ : କଟକ ମହାନଦୀବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନିଜ ଜନ୍ମ କଲା ମାଆକୁ ହତ୍ୟା କଲା ସଇତାନ ପୁଅ । ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଜବତ କରାଯାଇଛି । ଖବର ପାଇ ଚାଉଳିଆଗଞ୍ଜ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳାଙ୍କ ୨ ପୁଅ ଥିବା ବେଳେ ବଡ ପୁଅକୁ ପୁଲିସ ଅଟକ ରଖି ପଚରାଉଚରା କରୁଛି । ଉଭୟ ମାନସିକ ରୋଗୀ ଥିବା କୁହାଯାଉଛି । ମାଆର ଗଳାକାଟି ହତ୍ୟା କରିଥିବା ଜଣାପଡିଛି ।

ଭିଡିଓରେ ଦେଖନ୍ତୁ ଛାତିଥରା ଦୃଶ୍ୟ ; ବୃଦ୍ଧଙ୍କୁ ଉଠାଇ କଚାଡି ଦେଲା ଷଣ୍ଢ..

- Advertisement -

 

Hot this week

ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଭେଟିଲେ ସୌମ୍ୟା ସ୍ୱାମୀନାଥନ

ଭୁବନେଶ୍ୱର :  ପ୍ରଖ୍ୟାତ ବୈଜ୍ଞାନିକ ତଥା ଏମ.ଏସ. ସ୍ୱାମୀନାଥନ ଫାଉଣ୍ଡସନର ଅଧ୍ୟକ୍ଷା...

ନଓ୍ବାଦାରେ ମତଦାନ ସମୟରେ ଦୁଇ ଦଳର ସମର୍ଥକ ମୁହାଁମୁହିଁ

ନଓ୍ବାଦା: ବିହାରରେ ମଙ୍ଗଳବାର ଭୋଟିଂ ସମୟରେ ନଓ୍ବାଦା ଜିଲାରେ ବାରିସଲିଗଞ୍ଜ ଅଞ୍ଚଳରେ...

ଏଭଳି ଟଙ୍କାବଣ୍ଟା ନିର୍ବାଚନ ଜୀବନରେ ଦେଖି ନ ଥିଲି: ଶ୍ରୀକାନ୍ତ

ଭୁବନେଶ୍ୱର: ନୂଆପଡା ଉପନିର୍ବାଚନ ପାଇଁ ଭୋଟରଙ୍କୁ ପ୍ରଭାବିତ କରିବା ଲାଗି ବିଜେପି...

ଖଟିଆରେ ଆସି ମତଦାନ କଲେ ୧୧୦ ବର୍ଷୀୟା କାଲିୟା ଦେବୀ

କୈମପୁର : କୈମପୁର ଜିଲାର ମୋହନିୟା ବିଧାନସଭା କ୍ଷେତ୍ରର ଅମରପୁରାରେ ଜଣେ...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ଅନୁସନ୍ଧାନ କରିବ ସିବିଆଇ

ଭୁବନେଶ୍ୱର: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତିର ତଦନ୍ତ କରିବ କେନ୍ଦ୍ରୀୟ ଅନୁସନ୍ଧାନ...

Related Articles

Popular Categories