କଟକରେ ଅଘଟଣ ; ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ

କଟକ : କଟକ ମହାନଦୀବିହାର ଅଞ୍ଚଳରେ ଶନିବାର ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନିଜ ଜନ୍ମ କଲା ମାଆକୁ ହତ୍ୟା କଲା ସଇତାନ ପୁଅ । ହତ୍ୟାର କାରଣ ଅସ୍ପଷ୍ଟ ରହିଛି । ଘରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ମହିଳାଙ୍କ ମୃତଦେହ ଜବତ କରାଯାଇଛି । ଖବର ପାଇ ଚାଉଳିଆଗଞ୍ଜ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ମୃତ ମହିଳାଙ୍କ ୨ ପୁଅ ଥିବା ବେଳେ ବଡ ପୁଅକୁ ପୁଲିସ ଅଟକ … Continue reading କଟକରେ ଅଘଟଣ ; ମାଆର ଗଳାକାଟି ହତ୍ୟା କଲା ସଇତାନ ପୁଅ