www.samajalive.in
Saturday, December 6, 2025
23.1 C
Bhubaneswar

ମୁହଁରେ ସ୍ପ୍ରେ କରି ମଟନ୍‌‌ ଦୋକାନୀଙ୍କୁ ଲୁଟିଲେ ଦୁର୍ବୃତ୍ତ

କଟକ : କିଛି ଦିନ ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ଲୁଟେରାଙ୍କ ଉତ୍ପାତ ବୃଦ୍ଧି ପାଇଛି। କେତେବେଳେ ଗହଣା ଦୋକାନୀଙ୍କ ଠାରୁ ତ କେତେବେଳ ଘରେ ପଶି ଓ ମନ୍ଦିରରୁ ଲୁଟ୍‌‌ କରୁଛନ୍ତି ଦୁର୍ବୃତ୍ତ। ଶୁକ୍ରବାର କଟକ ସଦର ଥାନା ଗୋପାଳପୁର ଅଞ୍ଚଳରୁ ଜଣେ ମଟନ୍‌‌ ଦୋକାନୀଙ୍କ ଠାରୁ ଲୁଟ୍‌‌ ହୋଇଛି। ମଟନ୍‌‌ ନେବା ବାହାନାରେ ମୁହଁରେ ସ୍ପ୍ରେ କରି ଦୋକାନୀଙ୍କ ଠାରୁ ଟଙ୍କା ଲୁଟି ନେଲେ ଦୁର୍ବୃତ୍ତ। ପୁଲିସ ଘଟଣାର ତଦନ୍ତ ଜାରି ରଖିଛି।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories