www.samajalive.in
Saturday, December 6, 2025
16.1 C
Bhubaneswar

ମହାନଦୀରେ ବୁଡି ୨ ନିଖୋଜ

କଟକ : କଟକ ମହାନଦୀରେ ବୁଡି ଯାଇ ଶୁକ୍ରବାର ୨ ଜଣ ନିଖୋଜ ହୋଇଯାଇଛନ୍ତି । ଜଗତପୁର ବାଲିସାହି ନିକଟରେ ଗାଧୋଇବା ବେଳେ ବୁଡି ଯାଇଛନ୍ତି । ଖବର ପାଇ ପୁଲିସ ଓ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଆରମ୍ଭ କରିଛନ୍ତି ।

ଦେଖନ୍ତୁ ଭିଡିଓ ; ଚଳନ୍ତା ଟ୍ରେନ୍‌ରେ ଚଢୁଥିଲେ, ଖସିପଡିଲେ, ତା’ପରେ..

- Advertisement -

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories