www.samajalive.in
Sunday, December 7, 2025
23.1 C
Bhubaneswar

କଟକ ତେଲେଙ୍ଗାପେଣ୍ଠରେ ବସ-ଟ୍ରକ ମୁହାଁମୁହିଁ ଧକ୍କା ; ଜଣେ ଗୁରୁତର

କଟକ :କଟକ ତେଲେଙ୍ଗାପେଣ୍ଠ ଠାରେ ବସ-ଟ୍ରକ ମୁହାଁମୁହିଁ ଧକ୍କା ହୋଇ ମଙ୍ଗଳବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଫୁଲବାଣୀରୁ କଟକ ଆସୁଥିବା ଗୋପୀନାଥ ବସ ଦୁର୍ଘଟଣାଗସ୍ତ ହୋଇଛି । ଖବର ପାଇ ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣାସ୍ଥଳରେ ପହଞ୍ଚି ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଉଦ୍ଧାର କରିଛନ୍ତି। ଦୁର୍ଘଟଣାରେ ବସ୍‌ କଣ୍ଡକ୍ଟର ଗୁରୁତର ଆହତ ହୋଇଥିବା ବେଳେ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ଅନ୍ୟ କିଛି ଯାତ୍ରୀ ଆହତ ହୋଇଛନ୍ତି । ପୁଲିସ ଘଟଣାର ତଦନ୍ତ ଆରମ୍ଭ କରିଛି ।

ଭିଡିଓରେ ଦେଖନ୍ତୁ; ରାସ୍ତାରେ ହଠାତ୍‌ ହାତୀ ରାଗିବା ପରେ କ’ଣ ହେଲା..

- Advertisement -

 

Hot this week

ଗୋଆ ଅଗ୍ନିକାଣ୍ଡ: ମୃତକଙ୍କ ପରିବାରକୁ ୨ଲକ୍ଷ ଟଙ୍କାର ଅନୁକମ୍ପା ଘୋଷଣା କଲେ ପ୍ରଧାନମନ୍ତ୍ରୀ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

Related Articles

Popular Categories