କଟକ: କଟକରେ ଗୁରୁବାର ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ବକ୍ସି ବଜାର ମଣିସାହୁ ଛକ ନିକଟସ୍ଥ ଏକ ଇଲକ୍ଟ୍ରୋନିକ ମରାମତି ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ, ୱାସିଂମେସିନ, କୁଲର ସଜଡା ଦୋକାନରେ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଅନେକ ସାମଗ୍ରୀ ପୋଡି ପାଉଁଶ ହୋଇଯାଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର ଟିମ ପହଁଚି ନିଆଁକୁ ଆୟତ୍ତ କରିଥିବା ବେଳେ ଏଯାବତ ନିଆଁ ଲିଭା କାର୍ଯ୍ୟ ଜାରି ରହିଛି ବୋଲି ଅଗ୍ନିଶମ ଅଧିକାରୀ ସଂଜୀବ ବେହେରା କହିଛନ୍ତି।
୨୦୨୫ରେ ରାହୁ ଓ କେତୁ ଚଳନ; ଏହି ୫ ରାଶି ପାଇବେ ରାଜା ଭଳି ଜୀବନ, ହେବେ ଭାଗ୍ୟଶାଳୀ, ମିଳିବ ଧନ, ହେବ ବିବାହ..
ବଡ ଖବର; ୨୪ ତାରିଖରେ ୨୦ ଲକ୍ଷ ମହିଳାଙ୍କୁ ମିଳିବ ‘ସୁଭଦ୍ରା’ ଟଙ୍କା, ଜାନୁଆରୀ, ଫେବୃଆରୀ ମିଳିବ ୨ୟ କିସ୍ତି..



