www.samajalive.in
Sunday, December 14, 2025
19.1 C
Bhubaneswar

ବିଜେଡିରୁ ଇସ୍ତଫା ଦେଲେ ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି

କଟକ: ବିଜେଡିରୁ ବଡମ୍ବା ବ୍ଲକ ଅଧ୍ୟକ୍ଷ ରଘୁପତି ମହାନ୍ତି ଇସ୍ତଫା ଦେଇଛନ୍ତି । ଏନେଇ ସେ ବିଜେଡି ସୁପିମୋ ନବୀନ ପଟ୍ଟନାୟକ, ବିଜୁ ଜନତା ଦଳକୁ ଚିଠି ପଠାଇଛନ୍ତି। ବଡମ୍ବା ବିଧାୟକ ବିଜୟ କୁମାର ଦଳ ବେହେରାଙ୍କର ନେତୃତ୍ୱରେ ଆଜି ଅନେକ ସରପଞ୍ଚ ସମିତିସଭ୍ୟ ବିଜେପିରେ ଯୋଗଦେବା ନେଇ ସୂଚନା ରହିଛି। ଗୋଟିଏ ପଟେ ଆଗକୁ ପଞ୍ଚାୟତ ନିର୍ବାଚନ ଆସୁଥିଲା ବେଳେ ଏହି ସମୟରେ ବିଜେଡିକୁ ଏବଂ ଏହାର ସମନ୍ୱୟ କମିଟି ଅଧ୍ୟକ୍ଷ ଦେବୀ ମିଶ୍ରଙ୍କୁ ଏହି ଝଟକା ଲାଗିଛି ।

ଦେଖନ୍ତୁ ଭିଡିଓ; ଜଗତସିଂହପୁର ଶିଆଳି ବେଳାଭୂମିରେ କୁମ୍ଭୀର, ଅଞ୍ଚଳବାସୀ,ପର୍ଯ୍ୟଟକ ଭୟଭୀତ..

୨୦୨୫ ଏପ୍ରିଲ ପର୍ଯ୍ୟନ୍ତ ଏହି ୫ ରାଶିଙ୍କୁ ଭାଗ୍ୟଶାଳୀ କରିବେ ବୃହସ୍ପତି: ଧନର ବର୍ଷା ସହ ହେବ ବିବାହ..

- Advertisement -

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories