www.samajalive.in
Monday, December 15, 2025
26.1 C
Bhubaneswar

ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ

କଟକ : ବାରବାଟୀ କଟକରୁ ପ୍ରାର୍ଥୀ ହୋଇପାରନ୍ତି ବିଧାୟକ ମହମ୍ମଦ ମୋକିମଙ୍କ ଝିଅ ସୋଫିଆ ଫିର୍ଦ୍ଦୋସ। ମୋକିମଙ୍କ ଘରେ ସମର୍ଥକଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ଚାଲୁଛି ବୋଲି ସୂଚନା ମିଳିଛି। ଏବେ କଂଗ୍ରେସରୁ କଟକ ବାରବାଟୀ ବିଧାୟକ ଅଛନ୍ତି ମହମ୍ମଦ ମୋକିମ୍। କଟକ ବାରବାଟୀ ଆସନରୁ ସୋଫିଆ ଫିର୍ଦ୍ଦୋଶ ନିର୍ବାଚନ ଲଢିବା ନେଇ ଚର୍ଚ୍ଚା ଜୋର ଧରିଛି। ମହମ୍ମଦ ମୋକିମଙ୍କ ସ୍ଥାନରେ ଝିଅ ସୋଫିଆ ଲଢିବା ନେଇ ଚର୍ଚ୍ଚା କରାଯାଉଛି।

ବଢୁଛି ତାତି; ସାଢେ ୧୧ଟା ସୁଦ୍ଧା ଭୁବନେଶ୍ୱରର ତାପମାତ୍ରା ୪୧ ଡିଗ୍ରୀ ଛୁଇଁଲା

- Advertisement -

 

Hot this week

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

Related Articles

Popular Categories