ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌

କଟକ : ପୁଣି ଧକ୍କା ଦେଲା ମୋ ବସ୍‌ । କଟକରେ ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌ । ଖାନନଗର ମଲାଚଣ୍ଡିଆ ଟ୍ରାଫିକ୍‌ ଛକରେ ଦୁର୍ଘଟଣା ଘଟିଛି । ଦୁର୍ଘଟଣାରେ ପରିବା ବ୍ୟବସାୟୀ ଆହତ ହୋଇଥିବା ବେଳେ ତାଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମାତ୍ର ତାଙ୍କ ପରିବା ସମ୍ପୂର୍ଣ୍ଣ ନଷ୍ଟ ହୋଇ ଯାଇଛି । ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଘଟଣାସ୍ଥଳରେ ଚାପା ଉତ୍ତେଜନା … Continue reading ପରିବା ବ୍ୟବସାୟୀଙ୍କୁ ଧକ୍କା ଦେଲା ମୋ ବସ୍‌