www.samajalive.in
Monday, December 15, 2025
26.1 C
Bhubaneswar

କଟକରେ ଚାଞ୍ଚଲ୍ୟ ; ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା

କଟକ : କଟକରେ ବୁଧବାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି । ଜଣେ ଯୁବକଙ୍କ ଗଳା କାଟି ବୀଭତ୍ସ ହତ୍ୟା କରାଯାଇଛି। ବକ୍ସିବଜାର ସ୍ଥିତ ସିଡିଏ ମାର୍କେଟ କମ୍ପେ୍ଲକ୍ସରେ ପଡିଛି ମୃତଦେହ। ଯୁବକ ଜଣକ ବାଦାମବାଡି ଶଙ୍କରପୁର ଅଞ୍ଚଳର ହୋଇଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । ଖବର ପାଇ ଘଟଣାସ୍ଥଳରେ କ୍ୟାଣ୍ଟନମେଣ୍ଟ ଥାନା ପୁଲିସ ପହଞ୍ଚି ଛାନ୍‌ଭିନ୍‌ କରୁଛି।

ଜୁଲାଇରେ ମହାସଂଯୋଗ.. ବୃହସ୍ପତି-ଶନି ପୁଣି ଚନ୍ଦ୍ରମା-ରାହୁ ଚଳନ; ଜାଣନ୍ତୁ କେଉଁ ରାଶି ହେବେ କୋଟିପତି, କାହାର ହେବ ବିବାହ, ମିଳିବ ସନ୍ତାନ ସୁଖ

ମୋଦୀ-ଟ୍ରମ୍ପ ଆଲୋଚନା ; ମଧ୍ୟସ୍ଥତାଠାରୁ ଆତଙ୍କବାଦ ପର୍ଯ୍ୟନ୍ତ..

- Advertisement -

Hot this week

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

ନିଆଁରେ ପୋଡି ହୋଇ ବୃଦ୍ଧା ଗୁରୁତର

କଲ୍ୟାଣସିଂହପୁର: ରାୟଗଡା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ଧାମୁଣିପଙ୍ଗା ପଞ୍ଚାୟତର କତାଗୁଡା ଗ୍ରାମରେ...

ଫୁଙ୍କନଳୀରେ ପିଟି ପ୍ରେମିକାଙ୍କୁ ହତ୍ୟା

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ...

ଦନ୍ତା ହାତୀର ମୃତ୍ୟୁ

ଅନୁଗୋଳ: ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ପୋକୁଣ୍ଡା ସେକ୍ସନ୍ ମାଣିକଯୋଡ଼ି ପଞ୍ଚାୟତ ବାଲିଆପଶିଠାରେ...

ରାଜ୍ୟପାଳଙ୍କ ଏଡିସି ଭାବେ ନିଯୁକ୍ତ ହେଲେ ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ

ଭୁବନେଶ୍ୱର: ନୌସେନା ଅଧିକାରୀ ଲେଫ୍ଟନାଣ୍ଟ ହର୍ଷିତ ଦେଓ ସୋମବାର ଦିନ ଓଡ଼ିଶା...

Related Articles

Popular Categories