www.samajalive.in
Saturday, December 6, 2025
26.1 C
Bhubaneswar

ପ୍ରାତଃଭ୍ରମଣ କରୁଥିଲେ ମହିଳା ; ଦୁର୍ବୃତ୍ତ ସୁନା ଚେନ୍ ନେଇ ଚମ୍ପଟ..

କଟକ: ମହିଳାଙ୍କ ଠାରୁ ପ୍ରାତଃଭ୍ରମଣ ବେଳେ ସୁନା ଚେନ୍ ଲୁଟ୍। ଶୁକ୍ରବାର କଟକରେ ବାଲିକୁଦା ଜଗନ୍ନାଥ କଲୋନୀରେ ମହିଳାଙ୍କ ଠାରୁ ଏହି ଲୁଟ୍ ହୋଇଛି। ୩ ଦୁର୍ବୃତ୍ତ ବାଇକରେ ଆସି ମାରଣାସ୍ତ୍ର ଦେଖାଇ ଚେନ୍ ଲୁଟି ନେଇଛନ୍ତି। ଲୁଟ୍ ନେଇ ସଦର ଥାନାରେ ମହିଳା ଅଭିଯୋଗ କରିବା ପରେ ପୁଲିସ ତଦନ୍ତ ଆରମ୍ଭ କରିଛି।

‘କଳ୍କି ୨୮୯୮ ଏଡି’: ପ୍ରଥମ ଦିନରେ ରେକର୍ଡ ସୃଷ୍ଟି ; ୫୦ କୋଟି ପାର୍

Hot this week

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

Related Articles

Popular Categories