www.samajalive.in
Sunday, December 14, 2025
16.1 C
Bhubaneswar

କଟକରେ ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

କଟକ : କଟକରେ ଏକ ଘରୋଇ ନର୍ସିଂହୋମରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ପୁରୀଘାଟ ଥାନା ନିକଟ ନର୍ସିଂହୋମର ୩ୟ ମହଲାରେ ନିଆଁ ଲାଗିଛି । ରାଧାରମଣ ହସ୍ପିଟାଲରେ ନିଆଁ ଲାଗିଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଦମକଳ ବାହିନୀ ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛି । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି, ସେନେଇ କାରଣ ଅସ୍ପଷ୍ଟ ରହିଛି । ଧନ ଜୀବନର କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ ।

ଦେଖନ୍ତୁ ଭିଡିଓ ; ଏଥିପାଇଁ ହୋଟେଲ ସାମ୍ନାରେ ଦେଖା ଦେଇଥିଲା ବେରୋଜଗାରଙ୍କ ସୁଅ, ଘଟିଥିଲା ଏମିତି କିଛି..

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories