କଟକରେ ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ

କଟକ : କଟକରେ ଏକ ଘରୋଇ ନର୍ସିଂହୋମରେ ଶନିବାର ଅଗ୍ନିକାଣ୍ଡ ଘଟିଛି । ପୁରୀଘାଟ ଥାନା ନିକଟ ନର୍ସିଂହୋମର ୩ୟ ମହଲାରେ ନିଆଁ ଲାଗିଛି । ରାଧାରମଣ ହସ୍ପିଟାଲରେ ନିଆଁ ଲାଗିଥିବା ଜଣାପଡିଛି । ଉଦ୍ଧାର କାର୍ଯ୍ୟ ଜାରି ରହିଛି । ଅଗ୍ନିକାଣ୍ଡ ନେଇ ଖବର ପାଇବା ପରେ ଦମକଳ ବାହିନୀ ନିଆଁ ଲିଭାଇବା ପାଇଁ ଘଟଣାସ୍ଥଳରେ ପହଞ୍ଚିଛି । ତେବେ କେଉଁ କାରଣରୁ ଏହି ଅଗ୍ନିକାଣ୍ଡ ଘଟିଛି, ସେନେଇ କାରଣ ଅସ୍ପଷ୍ଟ ରହିଛି । ଧନ … Continue reading କଟକରେ ଏକ ଘରୋଇ ନର୍ସିଂହୋମରେ ଅଗ୍ନିକାଣ୍ଡ