www.samajalive.in
Monday, December 15, 2025
14.1 C
Bhubaneswar

ବାରବାଟୀ ମ୍ୟାଚ୍‌: କାଲିଠୁ ଅନଲାଇନ୍ ଟିକେଟ୍

କଟକ : ବାରବାଟୀ ଷ୍ଟାଡିୟମରେ ହେବାକୁ ଥିବା ଆନ୍ତର୍ଜାତୀୟ ଟି-୨୦ ମ୍ୟାଚ୍ ପାଇଁ ପ୍ରସ୍ତୁତି ଜୋରଦାର ଚାଲିଛି। ଡିସେମ୍ବର ୯ ତାରିଖରେ ମ୍ୟାଚ୍‌ ଅନୁଷ୍ଠିତ ହେବ। ଓଡିଶା ସରକାର ଏବଂ ଓଡିଶା କ୍ରିକେଟ୍ ଆସୋସିଏସନ୍ ପକ୍ଷରୁ ସମସ୍ତ ବ୍ୟବସ୍ଥାକୁ ତ୍ରୁଟିମୁକ୍ତ କରିବା ଉପରେ ଗୁରୁତ୍ୱ ଦିଆଯାଉଛି। ଆସନ୍ତାକାଲିଠାରୁ ମ୍ୟାଚ୍‌ ପାଇଁ ଅନଲାଇନରେ ଟିକେଟ୍ ବିକ୍ରି ଆରମ୍ଭ ହେବ। ଏ ନେଇ ଓସିଏ ସମ୍ପାଦକ ସଞ୍ଜୟ ବେହେରା ପ୍ରେସ୍‌ମିଟ୍ ଜରିଆରେ ସୂଚନା ଦେଇଛନ୍ତି। ଅନଲାଇନ୍ ରେ କେବଳ ଦୁଇ ହଜାର ଟିକେଟ୍ ବିକ୍ରି କରାଯିବ। ଏଥର ୪୨ ହଜାର ଦର୍ଶକ ମ୍ୟାଚ୍ ଦେଖି ପାରିବେ। ୨୩ ହଜାର ଟିକେଟ୍ ବିକ୍ରି ହେବ। ୧୮ ହଜାର ୪୦୦ କମ୍ପ୍ଲିମେଣ୍ଟାରୀ ପାସ୍‌ ହୋଇଛି।

୫ ତାରିଖରୁ ଅଫଲାଇନ୍ ରେ ଟିକେଟ୍ ବିକ୍ରି ହେବା ନେଇ ସୂଚନା ରହିଛି। ଅଫଲାଇନ୍ ରେ କେବଳ ଦୁଇ ହଜାର ଟିକେଟ୍ ବିକ୍ରି କରାଯିବ। ଅଫଲାଇନ୍‌ରେ ଟିକେଟ୍‌ କାଉଣ୍ଟର​‌ରେ ମହିଳା ଓ ପୁରୁଷଙ୍କ ପାଇଁ ସ୍ବତନ୍ତ୍ର ବ୍ୟବସ୍ଥା କରାଯିବ। ଟିକେଟ୍‌ କିଣିବା ପାଇଁ ରାତିରୁ ଲାଇନ ନ ଲଗାଇବାକୁ ଅନୁରୋଧ କରାଯାଇଛି। ଗତ ମ୍ୟାଚ୍‌ର ଟିକେଟ୍ ବିଭ୍ରାଟକୁ ଦେଖି ଏଥର ସ୍ଵତନ୍ତ୍ର ବ୍ୟବସ୍ଥା ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories