www.samajalive.in
Friday, December 5, 2025
23.1 C
Bhubaneswar

ପୁରୀ,କଟକରେ ‘ସମାଜ’ ଜିଲାସ୍ତରୀୟ ବକ୍ତୃତା ପ୍ରତିଯୋଗିତା

ଭୁବନେଶ୍ଵର: ମଙ୍ଗଳବାର ଜୁନ ୨୪ ତାରିଖ ପୂର୍ବାହ୍ନରେ ଜିଲାସ୍ତରୀୟ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି। ଏହାର ବିଷୟବସ୍ତୁ ରହିଛି- ‘ଜନସେବୀ ଗୋପବନ୍ଧୁ’। ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଉପଲକ୍ଷେ ଏହି ବକ୍ତୃତା ପ୍ରତିଯୋଗିତା ଆୟୋଜନ କରାଯାଉଛି। ତରୁଣ ପିଢିର ଚିନ୍ତା ଓ ଚେତନାର ଅନନ୍ୟ ପରିପ୍ରକାଶ ପାଇଁ ସମାଜ ପକ୍ଷରୁ ଏହି ଅଭିନବ ପ୍ରୟାସ ଜାରି ରହିଛି।
ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୭ତମ ପବିତ୍ର ଶ୍ରାଦ୍ଧ ଦିବସ ଅବସରରେ ଜିଲାସ୍ତରୀୟ ‘ସମାଜ ଓଜସ୍ବିନୀ ଓଡ଼ିଶା- ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା’ ଅନୁଷ୍ଠିତ ହୋଇଛି। ରାଜ୍ୟର ୨୮ଟି ଜିଲାରେ ଏହି ପ୍ରତିଯୋଗିତା ଅନୁଷ୍ଠିତ ହେଉଛି । ପୁରୀ ଗୋପବନ୍ଧୁ ଭବନରେ ଜିଲା ସ୍ତରୀୟ ଗୋପବନ୍ଧୁ ସ୍ମାରକୀ ବକ୍ତୃତା ପ୍ରତିଯୋଗୀତା ଅନୁଷ୍ଠିତ ହୋଇଥିବା ବେଳେ କଟକ ଗୋପବନ୍ଧୁ ଭବନରେ ଜିଲ୍ଲାସ୍ତରୀୟ ଗୋପବନ୍ଧୁ ସ୍ମାରକ ବକ୍ତୃତା ପ୍ରତିଯୋଗିତା ଅନୁଷ୍ଠିତ ହୋଇଛି ।

ଖୁବ୍‌ ଶୀଘ୍ର ଧନଶକ୍ତି ରାଜଯୋଗ ; ଏହି ୩ ରାଶି ହେବେ ଭାଗ୍ୟଶାଳୀ, ହଠାତ୍‌ ହେବେ ଧନୀ, କିଣିବେ ଘର, ଗାଡି, ଜମି..

ଦେଖନ୍ତୁ ଛାତିଥରା ଦୃଶ୍ୟ ; ଚାହୁଁ ଚାହୁଁ ପୁଲ୍‌ରେ ଖୁସିରେ ଗାଧୋଉଥିବା ବେଳେ ଚାଲିଗଲା ଜୀବନ

- Advertisement -

Hot this week

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳୀ ଦେଲେ ପୁଟିନ୍‌

ନୂଆଦିଲ୍ଲୀ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ରାଜଘାଟରେ ପହଞ୍ଚି ଜାତିର ପିତା...

ଫେବୃଆରୀ ୧୯ରୁ ମାଟ୍ରିକ୍‌ ପରୀକ୍ଷା; ଗଣତି ପରୀକ୍ଷା ଦିନ ଅଧିକ ୧୫ମିନିଟ୍‌

ସମାଜ ଡିଜିଟାଲ ଡେସ୍କ: ଫେବୃଆରୀ ୧୯ରୁ ରାଜ୍ୟରେ ଆରମ୍ଭ ହେବ ମାଟ୍ରିକ୍‌...

Related Articles

Popular Categories